ଜୁଲାଇ ୩୧ ପର୍ଯ୍ୟନ୍ତ ରାଜଭବନକୁ ସର୍ବସାଧାରଣଙ୍କ ପ୍ରବେଶ ଉପରେ କଟକଣା

19

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ କୋଭିଡ-୧୯ ମାର୍ଗଦର୍ଶିକା ଆଧାରରେ ରାଜଭବନକୁ ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ଜନସାଧାରଣଙ୍କ ପ୍ରବେଶ ଉପରେ କଟକଣା ଲାଗୁ କରାଯାଇଛି। ଆବଶ୍ୟକ ସ୍ଥଳେ ଟେଲିଫୋନ୍/ଫ୍ୟାକ୍ସ/ ଇ-ମେଲ୍ (govodisha@nic.in) ଯୋଗେ ରାଜଭବନ ସହ ଯୋଗାଯୋଗ କରିବାକୁ ରାଜଭବନ ପକ୍ଷରୁ କୁହାଯାଇଛି ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More