ଡାବୁଗାଁ ବ୍ଲକ ପରିମଳ ମିଶନ ତରଫରୁ ସ୍ୱଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ

14

Get real time updates directly on you device, subscribe now.

ନବରଙ୍ଗପୁର(ସଂଘର୍ଷ ମିଡିଆ) : ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ଅଧିନ ଜୁନାପାଣି ପଞ୍ଚାୟତ କାର୍ଯ୍ୟ|ଳୟ ପରିସରରେ ଡାବୁଗାଁ ବ୍ଲକ ପରିମଳ ମିଶନ ତରଫରୁ ସ୍ୱଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ବୁଧବାର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ପ୍ରଥମେ ପଞ୍ଚାୟତ ପରିସରକୁ ସଫା କରାଯାଇଥିଲା । ଏହି କାର୍ଯ୍ୟକ୍ରମର ମୂଳ ଲକ୍ଷ୍ୟ ପ୍ଲାଷ୍ଟିକ ବ୍ୟବହାର ରୋକିବା, ପାଇଖାନା ବ୍ୟବହାର କରିବା ନିଜ ସହ ନିଜ ପରିବେଶ କୁ ସ୍ୱଚ୍ଛତା ରଖିବା ନେଇ ଏକ ରାଲି କରାଯାଇଥିଲା । ପରେ ପଞ୍ଚାୟତ ପରିସର ମଧ୍ୟରେ ବୃକ୍ଷ ରାପଣ କରାଯାଇଥିଲା । ଏହି କାର୍ଯ୍ୟକ୍ରମ ରେ ଡାବୁଗାଁ ବ୍ଲକ ରିସର୍ଚ୍ଚ କୋଡ଼ିନେଟର ମାନସ ମୁଖାର୍ଜୀ, ଜୁନାପାଣି ସରପଞ୍ଚ ଦୟାନିଧି ଭତ୍ରା, ଜୁନାପାଣି ପଞ୍ଚାୟତ ନିର୍ବାହୀ ଅଧିକାରୀ ହଳଧର ଜାନୀ, ମାଷ୍ଟର ଟ୍ରେନର ଧନିରାମ ହରିଜନ ଓ ଗ୍ରାମବାସୀ ମାନେ ଉପସ୍ଥିତ ଥିଲେ । ନବରଙ୍ଗପୁର ଜିଲ୍ଲାରୁ ରବି ନାରାୟଣ ମହାନ୍ତି ଙ୍କ ରିପୋର୍ଟ ସଙ୍ଘର୍ଷ ନିୟୁଜ୍।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More