ତୀର୍ଥରାଜ ଶ୍ରୀମହୋଦଧିଙ୍କ ନିତ୍ୟ ସଂଧ୍ୟା ଆଳତିର ୧୯ତମ ବାର୍ଷିକ ମହୋତ୍ସବ ଅନୁଷ୍ଠିତ

23

Get real time updates directly on you device, subscribe now.

ପୁରୀ(ସଂଘର୍ଷ ମିଡିଆ) : – ପୁରୀ ସ୍ବର୍ଗଦ୍ବାର ସମ୍ମୁଖ ମହୋଦଧି ତଟରେ ଜଗଦ୍‌ଗୁରୁ ଶଙ୍କରାଚାର୍ଯ୍ୟଙ୍କ ଦ୍ବାରା ଆରମ୍ଭ ହୋଇଥିବା ତୀର୍ଥରାଜ ଶ୍ରୀମହୋଦଧିଙ୍କ ନିତ୍ୟ ସଂଧ୍ୟା ଆଳତିର ୧୯ତମ ବାର୍ଷିକ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଦେଶ ବିଦେଶରୁ ବହୁ ସଂଖ୍ୟାରେ ସାଧୁସନ୍ଥ, ରାଜନେତା, ଭକ୍ତ ଯୋଗ ଦେଇଥିଲେ। ବେଦମନ୍ତ୍ର ସହ ଜଗଦ୍‌ଗୁରୁ ଶଙ୍କରାଚାର୍ଯ୍ୟ ସାଧୁସନ୍ଥଙ୍କ ଗହଣର ମହୋଦଧିଙ୍କୁ ଆଳତି ଅର୍ଘ୍ୟ ଅର୍ପଣ କରିଥିଲେ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More