ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୨୪୧୫କୁ ବୃଦ୍ଧି, ୨୪ ଘଣ୍ଟାରେ ୩୫୨୫ ନୂଆ ଆକ୍ରାନ୍ତ

11

Get real time updates directly on you device, subscribe now.

ନୂଆଦିଲ୍ଲୀ ( ଏଜେନ୍ସି ) : ଭାରତରେ କରୋନା ମୃତ୍ୟୁ ସଂଖ୍ୟା ବୁଧବାର ସକାଳ ସୁଦ୍ଧା ୨୪୧୫କୁ ବୃଦ୍ଧି ପାଇଛି। ଗତ ୨୪ ଘଣ୍ଟାରେ ୧୨୨ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୩୫୨୫ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଫଳରେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୭୪ ହଜାର ୨୮୧ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୨୪ ହଜାର ୩୮୫ ଜଣ ସୁସ୍ଥ ହୋଇଥିବାବେଳେ ୪୭ ହଜାର ୪୮୦ ଜଣ ଏବେ ଚିକିତ୍ସାଧୀନ ରହିଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More