ନବରଙ୍ଗପୁର ମହାବିଦ୍ୟାଳୟର ସୁବର୍ଣ ଜୟନ୍ତୀ ପାଳିତ

14

Get real time updates directly on you device, subscribe now.

ନବରଙ୍ଗପୁର(ସଂଘର୍ଷ ମିଡିଆ) : — ନବରଙ୍ଗପୁର ମହାବିଦ୍ୟାଳୟର ୫୦ ବର୍ଷ ପୂର୍ତ୍ତିରେ ସୂବର୍ଣ୍ଣ ଜୟନ୍ତି ବାଷିର୍କ ପାଳନ ଅବସରରେ ଅନୁଷ୍ଠିତ ରକ୍ତଦାନ ଶିବିର ଆୟୋଜିତ ହୋଇଯାଇଛି ଏହି ଅବସରରେ ମହାବିଦ୍ୟାଳୟର ପୂର୍ବତନ ଛାତ୍ର ତଥା ମାନ୍ୟବର ଡାବୁଗାଁ ବିଧାୟକ ବିଧାୟକ ଶ୍ରୀଯୁକ୍ତ ମନୋହର ରନ୍ଧାରୀ ଓ ନବରଙ୍ଗପୁର ବିଧାୟକ ଶ୍ରୀଯୁକ୍ତ ସଦାଶିବ ପ୍ରଧାନୀଙ୍କ ସହିତ ମହାବିଦ୍ୟାଳୟର ଅଧ୍ୟକ୍ଷ ସମେତ ଅନ୍ଯ ଅଧ୍ୟାପକ ଓ ଅଧ୍ୟାପିକା ଓ ପୁରାତନ ଛାତ୍ର କିଶୋର ପଟ୍ଟନାୟକ, ପୂର୍ଣ୍ଣ ଚନ୍ଦ୍ର ମହାପାତ୍ର, ସରୋଜ ପାତ୍ର, ଦୂର୍ଗା ପ୍ରସାଦ ପ୍ରଧାନୀ, ଦୂର୍ଗାପ୍ରସାଦ ପାଢୀ,କୃଷ୍ଣ ତ୍ରିପାଠୀ, ସଞୟ ନାୟକ ପ୍ରମୁଖ ଉପସ୍ଥିତ ଥିଲେ । ନବରଙ୍ଗପୁର ଜିଲ୍ଲାରୁ ରବିନାରାୟଣ ମହାନ୍ତିଙ୍କ ରିପୋର୍ଟ ସଂଘର୍ଷ ନିୟୁଜ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More