ନବରଙ୍ଗପୁର ସାଂସଦ ରମେଶ ମାଝୀ କରୋନା ଆକ୍ରାନ୍ତ

14

Get real time updates directly on you device, subscribe now.

ନବରଙ୍ଗପୁର ( ସଂଘର୍ଷ ମିଡିଆ ) : ନବରଙ୍ଗପୁର ସାଂସଦ ରମେଶ ମାଝୀଙ୍କୁ କରୋନା । କରୋନା ଆକ୍ରାନ୍ତ ନେଇ ସୋସିଆଲ ମିଡିଆରେ ରମେଶ ମାଝୀ ଜଣାଇଛନ୍ତି । ଏପରିକି ତାଙ୍କ ସଂଶ୍ପର୍ସରେ ଆସିଥିବା ବ୍ୟକ୍ତିଙ୍କୁ ଘରୋଇ ସଂଗରୋଧରେ ରହିବାକୁ ପରାମର୍ଶ ଦେଇଛନ୍ତି । ତେବେ କିଛି ଦିନ ମଧ୍ୟରେ ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିମାନଙ୍କୁ ତୁରନ୍ତ କରୋନା ପରୀକ୍ଷା କରାଇନେବାକୁ ସେ ପରାମର୍ଶ ଦେଇଛନ୍ତି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More