ନୀଳଗିରି ବିଧାୟକ ସୁକାନ୍ତ ନାୟକ କରୋନା​ରେ ଆକ୍ରାନ୍ତ

11

Get real time updates directly on you device, subscribe now.

ନୀଳଗିରି ( ସଂଘର୍ଷ ମିଡିଆ ) : ରାଜ୍ୟରେ ପ୍ରଥମ ଥର ଲାଗି ଜଣେ ବିଧାୟକ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ନୀଳଗିରି ବିଧାୟକ ସୁକାନ୍ତ ନାୟକ କରୋନା ଭୂତାଣୁରେ ସଂକ୍ରମିତ ହୋଇଥିବା ସୂଚନା ମିଳିଛି। ବିଧାୟକଙ୍କ କରୋନା ପରୀକ୍ଷା ରିପୋର୍ଟ ପଜିଟିଭ ଆସିଛି। ଏ ସମ୍ପର୍କରେ ବିଧାୟକଙ୍କୁ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More