କେନ୍ଦ୍ରାପଡ଼ା ( ସଂଘର୍ଷ ମିଡିଆ ) : ଏକ ଦୁଖଦ ଖବର ସାମ୍ନାକୁ ଆସିଛି ।କେନ୍ଦ୍ରାପଡ଼ା ବ୍ଲକ୍ ଅଧ୍ୟକ୍ଷ ଅନାମବନ୍ଧୁ ଧଳଙ୍କ ହୃଦ୍ଘାତରେ ପରଲୋକ ହୋଇଛି। ଧଳଙ୍କୁ କେନ୍ଦ୍ରାପଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଡାକ୍ତର ମୃତ ଘୋଷଣା କରିଛନ୍ତି। ସେ ୨୦୧୭ମସିହାରେ ଗଙ୍ଗପଡ଼ା ପଞ୍ଚାୟତ ସମିତି ସଭ୍ୟ ଭାବେ ନିର୍ବାଚିତ ହୋଇଥିଲେ।