ପରଲୋକରେ ପୂର୍ବତନ ପୁଲିସ ମହାନିର୍ଦେଶକ ଏସ୍.ଏନ୍.ତିୱାରୀ

14

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) :ପୂର୍ବତନ ପୁଲିସ ମହାନିର୍ଦ୍ଦେଶକ ଶ୍ୟାମ ନାରାୟଣ ତିୱାରୀଙ୍କ ପରଲୋକ ହୋଇଯାଇଛି । ବୁଧବାର ରାଜଧାନୀର ଏକ ଘରୋଇ ଡାକ୍ତରଖାନାରେ ତାଙ୍କର ଦେହାନ୍ତ ହୋଇଛି। ଏସ୍‌ଏନ୍ ତିୱାରୀଙ୍କ ପରଲୋକଙ୍କ ନେଇ ତାଙ୍କ ପରିବାର ପକ୍ଷରୁ ସୂଚନା ମିଳିଛି । ମୃତ୍ୟୁ ବେଳକୁ ତାଙ୍କୁ ୮୧ବର୍ଷ ହୋଇଥିଲା । ଦୀର୍ଘ ଦିନ ଧରି ସେ କ୍ୟାନ୍‌ସରରେ ପୀଡିତ ଥିଲେ । ମୃତ୍ୟୁ ବେଳକୁ ତାଙ୍କ ପାଖରେ ତାଙ୍କ ସ୍ତ୍ରୀ ଓ ଦୁଇ ପୁଅ ଉପସ୍ଥିତ ଥିଲେ ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More