ପରଲୋକରେ ପୂର୍ବତନ ବାଚସ୍ପତି ଶରତ କର

11

Get real time updates directly on you device, subscribe now.

ଭୁବନେଶ୍ୱର ( ସଂଘର୍ଷ ମିଡିଆ ) : ଓଡ଼ିଶା ବିଧାନସଭାର ପୂର୍ବତନ ବାଚସ୍ପତି ତଥା ବିଶିଷ୍ଟ ରାଜନୀତିଜ୍ଞ, ସାହିତ୍ୟିକ ଓ ସ୍ତମ୍ଭକାର ଶରତ କୁମାର କରଙ୍କ ସୋମବାର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୧ ବର୍ଷ ବୟସ ହୋଇଥିଲା। ତାଙ୍କ ସ୍ବାସ୍ଥ୍ୟାବସ୍ଥା ଖରପ ଥିବାରୁ ଗତ କିଛି ଦିନ ଧରି ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ଆଜି ଅପରାହ୍ନ ସମୟରେ ତାଙ୍କର ମୃତ୍ୟୁ ହୋଇଥିବା ନେଇ ଶରତ କୁମାର କରଙ୍କ ପୁଅ ସୁମନ କର ସୂଚନା ଦେଇଛନ୍ତି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More