ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି, ବର୍ଷା ସମ୍ଭାବନା

37

Get real time updates directly on you device, subscribe now.

ଭୁବନେଶ୍ୱର ( ସଂଘର୍ଷ ମିଡିଆ ) : ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଓଡ଼ିଶାରେ ଦୁଇ ଦିନ ବର୍ଷା ହେବାର ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଏହା ସୂଚନା ମିଳିଛି ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More