ପୁରୀ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

23

Get real time updates directly on you device, subscribe now.

ପୁରୀ ( ସଂଘର୍ଷ ମିଡିଆ ) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପୁରୀ ଗସ୍ତରେ ଯାଇଛନ୍ତି। ପୁରୀର ସୌନ୍ଦର୍ଯ୍ୟକରଣ ଓ ଉନ୍ନୟନ କାର୍ଯ୍ୟର ସମୀକ୍ଷା କରୁଛନ୍ତି। ଶ୍ରୀମନ୍ଦିର ଚତୁଃପାର୍ଶ୍ବ ହେରିଟେଜ୍‌ କରିଡର କାର୍ଯ୍ୟର ମଧ୍ୟ ମୁଖ୍ୟମନ୍ତ୍ରୀ ଅନୁଧ୍ୟାନ କରିଛନ୍ତି। ୫-ଟି ସଚିବ ଭି.କେ ପାଣ୍ଡିୟ୍ୟାନ ଓ ବରିଷ୍ଠ ପ୍ରଶାସନିକ ଅଧିକାରୀ ମୁଖ୍ୟମନ୍ତ୍ରୀଙ୍କ ସହ ପୁରୀ ଗସ୍ତ କରିଛନ୍ତି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More