ପୁରୀ ବେଳା ଭୂମିରେ ବାଲୁକା ଦ୍ୱାରା ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ

13

Get real time updates directly on you device, subscribe now.

ପୁରୀ(ସଂଘର୍ଷ ମିଡିଆ) : – ପବିତ୍ର ରାମ ନବମୀ ଅବସରରେ ପୁରୀ ବେଳା ଭୂମିରେ ବାଲୁକା ଦ୍ୱାରା ଦେଶବାସୀଙ୍କୁ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ l ପୁରୀ ସ୍ବର୍ଣ୍ଣଭବେଳା ଭୂମିରେ ପ୍ରଭୁ ଶ୍ରୀ ରାମଙ୍କ ସୁନ୍ଦର ବାଲୁକା ଚିତ୍ର କଳା ନିର୍ମାଣ କରିଛନ୍ତି l ଏହି ବାଲୁକା କଳା ଦେଖିବାକୁ ପର୍ଯ୍ୟଟକଙ୍କ ଭିଡ ଦେଖିବାକୁ ମିଳିଛି l

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More