ପୁରୀ ସଫେଇ କର୍ମଚାରୀମାନଙ୍କର ବିଭିନ୍ନ ଦାବି ନେଇ ଜିଲ୍ଲାପାଳ ଓ ମୁନିସିପାଲିଟି ଅଫିସ ଘେରାଉ

44

Get real time updates directly on you device, subscribe now.

ପୁରୀ(ସଂଘର୍ଷ ମିଡିଆ) : ପୁରୀ ସଫେଇ କର୍ମଚାରୀମାନଙ୍କର ବିଭିନ୍ନ ଦାବି ନେଇ ଜିଲ୍ଲା ପାଳ ଓ ମୁନିସିପାଲିଟି ଘେରାଉ କରିଛନ୍ତି । ଏକ ସପ୍ତାହ ମଧ୍ୟରେ ସମାଧାନ କରିବାକୁ ଜିଲ୍ଲାପାଳଙ୍କ ପ୍ରତିଶ୍ରୁତି ପରେ ସଫେଇ କର୍ମଚାରୀମାନେ ଆନ୍ଦୋଳନରୁ ଓହରିଛନ୍ତି । ଦାବି ପୂରଣ ନହେଲେ ଆଗକୁ ଆନ୍ଦୋଳନ ଜରିରହିବ ବୋଲି ଶ୍ରୀ ଜଗନ୍ନାଥ ପରିମଳ ସଫେଇ କର୍ମଚାରୀ ସଂଘ ତରଫରୁ ଚେତାବନୀ ଦିଆଯାଇଛି ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More