ପୂର୍ବଭଳି ବଳବତ୍ତର ରହିବ କଟକ-ଭୁବନେଶ୍ୱରରେ କଟକଣା: ମୁଖ୍ୟ ସଚିବ

16

Get real time updates directly on you device, subscribe now.

ଭୁବନେଶ୍ୱର ( ସଂଘର୍ଷ ମିଡିଆ : କୋଭିଡ୍-୧୯ ତଥା କରୋନା ଭୂତାଣୁ ସଂକ୍ରମଣ ମୁକାବିଲା ପାଇଁ ଟ୍ବିନ୍‌ସିଟି(କଟକ-ଭୁବନେଶ୍ୱର)ରେ କଟକଣା ପୂର୍ବଭଳି ବଳବତ୍ତର ରହିବ। କରୋନା ଭୂତାଣୁ ସଂକ୍ରମଣ ରୋକିବା ଲାଗି ଏଭଳି ପଦକ୍ଷେପ ନିଆଯାଇଛି। ପରିସ୍ଥିତିର ପରବର୍ତ୍ତୀ ସମୀକ୍ଷା ହେବା ପର୍ଯ୍ୟନ୍ତ ଏହି କଟକଣା ଜାରି ରହିବ ବୋଲି ମୁଖ୍ୟଶାସନ ସଚିବ ଅସିତ୍ କୁମାର ତ୍ରିପାଠୀ ଟୁଇଟ୍‌ କରି କହିଛନ୍ତି। ଏହି ଟୁଇଟି ଜରିଆରେ ସେ , କୃଷିକାର୍ଯ୍ୟକୁ ଖୁବ୍ ସାବଧାନତାର ସହ ଆରମ୍ଭ କରାଯାଉଛି। କିନ୍ତୁ କଟକ ଓ ଭୁବନେଶ୍ୱରରେ ବେଶି କିଛି ବଦଳିବ ନାହିଁ । କଟକଣା ପୂର୍ବଭଳି ଜାରି ରହିବ। ସେଥି ପାଇଁ ଲୋକେ ଦୟାକରି ଘରେ ନିରାପଦରେ ରୁହନ୍ତୁ ବୋଲି ମୁଖ୍ୟ ଶାସନ ସଚିବ ପରାମର୍ଶ ଦେଇଛନ୍ତି ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More