ପୋଲିସ ପ୍ରତିଷ୍ଠା ଦିବସରେ ସମ୍ମାନିତ ହେଲେ ସୁବର୍ଣ୍ଣପୁର ଏସପି ଅମରେଶ ପଣ୍ଡା

9

Get real time updates directly on you device, subscribe now.

ସୁବର୍ଣ୍ଣପୁର(ସଂଘର୍ଷ ମିଡିଆ) :- ୮୮ ତମ ପୋଲିସ ପ୍ରତିଷ୍ଠା ଦିବସ ଅବସର ରେ କଟକ ସ୍ଥିତ ରାଜ୍ୟ ପୋଲିସ ମୁଖ୍ୟାଳୟ ଠାରେ ସୁବର୍ଣ୍ଣପୁର ଏସପି ଶ୍ରୀ ଅମରେଶ ପଣ୍ଡା ସମ୍ବର୍ଦ୍ଧିତ ହୋଇଛନ୍ତି l ୨୦୨୨/୨୩ ବର୍ଷ ପାଇଁ ଏସପି ଶ୍ରୀ ପଣ୍ଡାଙ୍କୁ ଡିଜିପି ଡ଼ିସ ସମ୍ମାନ (ଆରକ୍ଷୀ ମହା ନିର୍ଦେଶକ ପଦକ ) ପ୍ରଦାନ କରାଯାଇଛି l ଅପରାଧ ନିୟନ୍ତ୍ରଣ ତଥା ଆରକ୍ଷୀ ଅଧିକ୍ଷକ ସେବା କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ତାଙ୍କୁ ଏହି ସମ୍ମାନ ମିଳିଥିବା ବେଳେ ଶନିବାର ରାଜ୍ୟ ପୋଲିସ ମୁଖ୍ୟାଳୟ ରେ ଆୟୋଜିତ ଏହି ସ୍ୱତନ୍ତ୍ର ଉତ୍ସବ ରେ ଓଡିଶା ପୋଲିସ ମହା ନିର୍ଦେଶକ ସୁନୀଲ କୁମାର ବଂଶଲ ଏସପି ଶ୍ରୀ ପଣ୍ଡାଙ୍କୁ ଏହି ସମ୍ମାନ ରେ ସମ୍ମାନିତ କରିଥିବା ଜଣାଯାଇଛି l ସୁବର୍ଣ୍ଣପୁରରୁ ରାଜ କିଶୋର ତ୍ରିପାଠୀଙ୍କ ରିପୋର୍ଟ ସଂଘର୍ଷ ନିଉଜ୍।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More