ବଙ୍ଗୋପସାଗରରେ ଲଘୁଚାପ ଘନୀଭୂତ, ୬ ପର୍ଯ୍ୟନ୍ତ ପ୍ରବଳ ବର୍ଷା

24

Get real time updates directly on you device, subscribe now.

ଭୁବନେଶ୍ୱର ( ସଂଘର୍ଷ ମିଡିଆ ) : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଲଘୁଚାପ ଘନୀଭୂତ ହେବା ସହିତ ଏହାର ପ୍ରଭାବରେ ଗତକାଲି ରାତିଠାରୁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ତୁହାକୁ ତୁହା ବର୍ଷା ଲାଗିରହିଛି। ଲଘୁଚାପ ଓ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଆସନ୍ତା ୬ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗିରହିବ ବୋଲି ପାଣିପାଗ ବିଭାଗ ସୂତ୍ରରୁ ଜଣାପଡ଼ିଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More