ବରିଷ୍ଠ ମହିଳା ଆଇନଜୀବୀ ସାବିତ୍ରୀ ରଥ ହେବେ ଓଡିଶା ହାଇକୋର୍ଟର ବିଚାରପତି

14

Get real time updates directly on you device, subscribe now.

କଟକ ( ସଂଘର୍ଷ ମିଡିଆ ) : ବରିଷ୍ଠ ମହିଳା ଆଇନଜୀବୀ ସାବିତ୍ରୀ ରଥଙ୍କୁ ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତ ଦେଇଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ  । ଏନେଇ କେନ୍ଦ୍ର ଆଇନ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ସାବିତ୍ରୀ ରଥ ବିଚାରପତି ନିଯୁକ୍ତି ପାଇବା ଫଳରେ ଓଡିଶା ହାଇକୋର୍ଟରେ ବିଚାରପତିଙ୍କ ସଂଖ୍ୟା ୧୬ରେ ପହଞ୍ଚିଛି । ଜୁନ୍ ୧୧ରେ ସେ ବିଚାରପତି ଭାବରେ ଶପଥ ନେଇପାରନ୍ତି ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More