ବାଲେଶ୍ଵର, ଭଦ୍ରକ ଏବଂ ଯାଜପୁର ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି , ସ୍ଥିତି ଅନୁଧ୍ୟାନ ପାଇଁ ଗଠନ ହେଲା ରାପିଡ୍ ରେସପନ୍ସ ଟିମ୍

15

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ରାଜ୍ୟରେ ଖୋର୍ଦ୍ଧା ଜିଲା ପରେ ବାଲେଶ୍ଵର, ଭଦ୍ରକ ଏବଂ ଯାଜପୁର ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଏହି ସବୁଜିଲାରେ ସ୍ଥିତି ବିଗୁଡୁଥିବା ଦେଖି ରାଜ୍ୟ ସରକାର ରାପିଡ୍ ରେସପନ୍ସ ଟିମ୍  ଗଠନ କରିଛନ୍ତି । ରାଜ୍ୟ ସରକାରଙ୍କ ଦ୍ବାରା ଗଠିତ ୩ ଟି ରାପିଡ୍ ରେସପନ୍ସ ଟିମ୍  ବାଲେଶ୍ବର, ଭଦ୍ରକ ଓ ଯାଜପୁର ଜିଲାକୁ ଗସ୍ତ କରି ସେଠାରେ କରୋନାର ସ୍ଥିତିକୁ ଅନୁଧ୍ୟାନ କରିବେ ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More