ବିଜେପି ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ନିମନ୍ତ୍ରଣ

27

Get real time updates directly on you device, subscribe now.

ପୁରୀ(ସଂଘର୍ଷ ମିଡିଆ) : – ବିଜେପି ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ନିମନ୍ତ୍ରଣ । ବିଜେପି ବିଧାୟିକା ପ୍ରଭାତୀ ପରିଡା, ବିଧାୟକ ଆଶ୍ରିତ ପଟ୍ଟନାୟକ, ବିଧାୟକ ପୃଥ୍ବୀରାଜ ହରିଚନ୍ଦନ, ବିଧାୟକ ଇରାଶିସ ଆଚାର୍ଯ୍ୟ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ନିମନ୍ତ୍ରଣ କରିଛନ୍ତି ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More