ବିଦ୍ୟୁତ ସଂସ୍ପର୍ଶରେ ଆସି ଗୋଟିଏ ପରିବାରର ୩ ମୃତ

12

Get real time updates directly on you device, subscribe now.

ବୌଦ୍ଧ(ସଂଘର୍ଷ ମିଡିଆ) : ବୋୖଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ଧଳପୁର ପଞ୍ଚାୟତ ଅନ୍ତର୍ଗତ ଜବଲପୁର ଗ୍ରାମରେ ବିଦ୍ୟୁତ ଆଘାତରେ ଗୋଟିଏ ପରିବାରର ତିନି ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ପ୍ରାପ୍ତ ସୂଚନା ମତେ ଆଜି ସକାଳ ସମୟରେ ସୁଶୀଲ ବେହେରା(୨୧), ସୁକାନ୍ତି ବେହେରା(୩୦), ସୋହନ ବେହେରା (୧୧)ଶୋଇଥିବା ବେଳେ କୌଣସି କାରଣରୁ ବିଦ୍ୟୁତ ସଂସ୍ପର୍ଶରେ ଆସି ଥିଲେ l ପରେ ଘର ଲୋକେ ୧୦୮ ଆମ୍ବୁଲାନ୍ସ ଯୋଗେ ତିନିଜଣଙ୍କୁ ପୁରୁଣା କଟକ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ରେ ଭର୍ତ୍ତି କରିଥିଲେ । ମେଡ଼ିକାଲ ପହଞ୍ଚିବା ପୂର୍ବରୁ ସେମାନଙ୍କ ମୃତ୍ୟୁ ହୋଇଯାଇଥିବା ଡାକ୍ତର ସୂଚନା ଦେଇଛନ୍ତି l ଏହି ଘଟଣା ରେ ଅଂଚଳରେ ଶୋକର ଛାୟା ଖେଳି ଯାଇଛି l ଘଟଣା ସ୍ଥଳରେ ହରଭଙ୍ଗା ପୋଲିସ ପହଞ୍ଚି ତଦନ୍ତ କରୁଥିବା ସୂଚନା ମିଳିଛି ।ବୌଦ୍ଧ ରୁ ଉଗ୍ରସେନ କର୍ମୀ ଙ୍କ ରିପୋର୍ଟ ସଂଘର୍ଷ ନ୍ୟୁଜ .

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More