ବ୍ରାଉନ ସୁଗାର ଜବତ ,୧ ଗିରଫ

8

Get real time updates directly on you device, subscribe now.

ପୁରୀ(ସଂଘର୍ଷ ମିଡିଆ) : – ପୁରୀ ଅବକାରୀ ଅଧିକ୍ଷକ ଶ୍ରୀଯୁକ୍ତ ଜଗଦୀଶ ଚନ୍ଦ୍ର ସାମଲଙ୍କ ନିର୍ଦେଶକ୍ରମେ ଏବଂ ସାତପଡ଼ା ଅବକାରୀ ଥାନା ଅଧିକାରୀ ଶ୍ରୀ ବିନୋଦ ବାସ୍କେଙ୍କ ନେତୃତ୍ୱରେ ଏକ ଟିମ ବ୍ରହ୍ମଗିରି ଥାନା ଅଧୀନ ବିଦୁରବାଙ୍କ ଗ୍ରାମରେ ଚଢ଼ାଉକରୀ ଜଣେ ଆସାମୀଙ୍କୁ ବେଆଇନ ବ୍ରାଉନ ସୁଗାର ବିକ୍ରି କରିବା ଅଭିଯୋଗରେ ଗିରଫ ହୋଇଛନ୍ତି. କଂଗ୍ରେସ ପ୍ରଧାନ, ବୟସ-40 ଗାଁ-ବିଦୁରବାଙ୍କ ଥାନା-ବ୍ରହ୍ମଗିରି ଜିଲ୍ଲା-ପୁରୀ ତାଙ୍କ ପାଖରୁ 81 ଗ୍ରାମ ବ୍ରାଉନ ସୁଗାର ଜବତ କରି ସାତପଡ଼ା ଅବକାରୀ ଥାନା କେସ ନଂ-3/23-24 ରେ କୋର୍ଟ ଚାଲାଣ କରି ଜାମିନ ନାମଞ୍ଜୁର ହେବାରୁ ପୁରୀ କlରାଗରକୁ ପଠାଯାଇଛି। ଜବତ ବ୍ରାଉନ ସୁଗାରର ଅନୁମାନିକ ମୂଲ୍ୟ ପ୍ରାୟ 8,10,000 ଟଙ୍କାରୁ ଉର୍ଦ୍ଧ ହେବ.ଏହି ଚଢ଼ାଉରେ staff- ସଂଜିପ ହସ୍ତୀ, ଅଭିଜିତ ପ୍ରଧାନ, ଜ୍ୟୋତିସ୍ମିତା,ବିଶ୍ୱଜିତ ପ୍ରମୁଖ ସାମିଲ ଥିଲେ ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More