ବ୍ଲକ ସ୍ତରୀୟ ସର୍ଗିଫୁଲ କାର୍ଯ୍ୟକ୍ରମ ଅନୁଷ୍ଠିତ

11

Get real time updates directly on you device, subscribe now.

ମାଲକାନଗିରି(ସଂଘର୍ଷ ମିଡିଆ) : – ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଅନ୍ତର୍ଗତ ପାଙ୍ଗାମ ଅନୁସୂଚିତ ଜନଜାତି, ଅନୁସୂଚିତ ଜାତି ବିଭାଗ ଦ୍ୱାରା, ସର୍ଗିଫୁଲ ପ୍ରତ୍ୟେକ ବର୍ଷ ଭଳି ଏବର୍ଷ ମଧ୍ୟ କରାଯାଇଛି । ଏଥିରେ ମୁଖ୍ୟଅତିଥି ଚିତ୍ରକୋଣ୍ଡା ବିଧାୟକ ପୂର୍ଣ୍ଣ ଚନ୍ଦ୍ର ବାକା, ସମ୍ମାନିତ ଅତିଥି ବ୍ଲକ ଅଧ୍ୟକ୍ଷ ମହେଶ କୁମାର ବାକା ଯୋଗଦେଇଥିଲେ । ଏଥିରେ ମାଥିଲି ବ୍ଲକର ସମସ୍ତ ଆଶ୍ରମ ସ୍କୁଲର ଛାତ୍ର ଛାତ୍ରୀ ଉପସ୍ଥିତ ଥିବା ସ୍ଥଳେ ଭିଭିନ୍ନ ସାସଂକୃତ, ନୁର୍ତ୍ୟ, ଖେଳ, ଇତ୍ୟାଦି କରାଯାଇଛି । ମୁଖ୍ୟ ଅଥିତି ଙ୍କ ଦ୍ୱାରା ଛାତ୍ର ଛାତ୍ରୀଙ୍କୁ ମାନଙ୍କନ ସହ ପୁରସ୍କାର ବିତରଣ କରାଯାଇଛି । ଅନ୍ୟ ମାନଙ୍କ ମଧ୍ୟରେ ମାଥିଲି W. E. O ଶଶୀ କାନ୍ତ ସାମନ୍ତରାୟ ପରିଚାଳନା କରଥିଲେ । ଏବଂ ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ଉପସ୍ଥିତ ଥିଲେ । ମାଲକାନଗିରିରୁ ଅବଦୁଲ ଗାନିଙ୍କ ରିପୋର୍ଟ ସଂଘର୍ଷ ନ୍ଯୁଜ ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More