ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି ଚତୁର୍ଦ୍ଧାମୂରତି, ଭକ୍ତ ପାଇଛନ୍ତି ଅବଢ଼ା

9

Get real time updates directly on you device, subscribe now.

ପୁରୀ(ସଂଘର୍ଷ ମିଡିଆ) : – ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି ଚତୁର୍ଦ୍ଧାମୂରତି । ଏହାସହ ଆଜିଠୁ ନୀଳାଚଳ ଅବଢ଼ା ଭକ୍ତମାନେ ପାଇପାରିଛନ୍ତି । ରୁନ୍ଧା ନୀତି ସରିବା ପରେ ରତ୍ନସିଂହାସନ ଉପରେ ଅନ୍ୟାନ୍ୟ ଦୈନନ୍ଦିନ ନୀତି ସମ୍ପାଦନ କରାଯାଇଛି । ଏହାପରେ ଭକ୍ତମାନଙ୍କ ପାଇଁ ଆରମ୍ଭ ହୋଇଛି ସାହାଣମେଲା । ପୁଣି ଥରେ ରତ୍ନସିଂହାସନ ଉପରେ ମହାପ୍ରଭୁଙ୍କୁ ଦେଖି ଶ୍ରଦ୍ଧାଳୁଙ୍କ ମଧ୍ୟରେ ବେଶ୍ ଉତ୍ସାହ ରହିଛି । ଦର୍ଶନ ଶୃଙ୍ଖଳିତ କରିବାକୁ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More