ଭୁବନେଶ୍ଵର ରାଜଭବନ ନିକଟସ୍ଥ ପେଟ୍ରୋଲ ପମ୍ପରେ ଭୟାବହ ଅଗ୍ନିକାଣ୍ଡ; ବିସ୍ଫୋରଣରେ ଥରିଲା ସ୍ଥାନୀୟ ଅଞ୍ଚଳ

15

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ଭୁବନେଶ୍ଵର ରାଜଭବନ ନିକଟସ୍ଥ ପେଟ୍ରୋଲ ପମ୍ପରେ ଭୟାବହ ଅଗ୍ନିକାଣ୍ଡ ହୋଇଛି। ପେଟ୍ରୋଲ ପମ୍ପରେ ଥିବା ସିଏନଜି ଷ୍ଟକରେ ନିଆଁ ଲାଗିଛି। ବିସ୍ଫୋରଣ ଘଟି ନିଆଁ ଲାଗିଥିବା ସୂଚନା ମିଳିଛି। ନିଆଁକୁ ଆୟତ୍ତ କରିବା ପାଇଁ ଘଟଣାସ୍ଥଳରେ ଦମକଳବାହିନୀ ପହଞ୍ଚିଛି। ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି ହୋଇଛି। ପେଟ୍ରାଲ ପମ୍ପର ସିଏନଜି ଟାଙ୍କିରେ ନିଆଁ ଲାଗିଯାଇଥିବା ଚର୍ଚା ହେଉଛି । 

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More