ଭୁବନେଶ୍ୱରରୁ ଆଉ ୧୯୮ କରୋନା ଆକ୍ରାନ୍ତ ଚିହ୍ନଟ, ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୫୪୮୭କୁ ବୃଦ୍ଧି

17

Get real time updates directly on you device, subscribe now.

ଭୁବନେଶ୍ୱର : ଆଜି ରାଜଧାନୀ ଭୁବନେଶ୍ୱରରୁ ଆଉ ୧୯୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୦୪ଜଣ କ୍ୱାରେଣ୍ଟାଇନ କେନ୍ଦ୍ରରୁ ଥିବା ବେଳେ ୯୪ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୫୪୮୭କୁ ବୃଦ୍ଧି ପାଇଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More