ଭୁବନେଶ୍ୱରର ୪ଟି ଯାକ ସିଏଚସିରେ ଖୋଲିବ ଡେଙ୍ଗୁ ୱାର୍ଡ

12

Get real time updates directly on you device, subscribe now.

ଭୁବନେଶ୍ବର(ସଂଘର୍ଷ ମିଡିଆ) : – ଭୁବନେଶ୍ୱରର ୪ଟି ଯାକ ସିଏଚସିରେ ଖୋଲିବ ଡେଙ୍ଗୁ ୱାର୍ଡ । ପ୍ରତି ଅର୍ବାନ ସିଏଚସିରେ ୧୦ଟି ଲେଖାଏଁ ବେଡ୍‌ ରହିବ । ରାଜଧାନୀରେ ଡେଙ୍ଗୁ ବଢ଼ିବା ପରେ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶାଳୟର ନିଷ୍ପତ୍ତି ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More