ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ୨ ମୃତ

16

Get real time updates directly on you device, subscribe now.

ଯାଜପୁର ( ସଂଘର୍ଷ ମିଡିଆ ) : ଯାଜପୁର ଜିଲାର କୁଆଖିଆ ଫ୍ଲାଏଓଭର ଉପରେ ଏକ କଦଳୀ ବୋଝେଇ ଗାଡ଼ି ସହ ଅନ୍ୟ ଏକ ଟ୍ରକର ଧକ୍କା ଲାଗି ୨ ଜଣ ପ୍ରାଣ ହରାଇଛନ୍ତି । ଜଣେ ମୃତକଙ୍କୁ ଚିହ୍ନଟ କରାଯାଇଛି ଓ ସେ ଦୁର୍ଘଟଣାଗ୍ରସ୍ତ ଗୋଟିଏ ଗାଡ଼ିର ହେଲପର ଥିଲେ । ଅନ୍ୟ ମୃତକଙ୍କ ପରିଚୟ ମିଳିନାହିଁ । ସେହିପରି ଦୁଇ ଗାଡ଼ିର ଡ଼୍ରାଇଭର ଗୁରୁତର ଆହତ ହୋଇଛନ୍ତି ଓ ସେମାନଙ୍କୁ ଚିକିତ୍ସା ପାଇଁ ଡ଼ାକ୍ତରଖାନାରେ ଭର୍ତି କରାଯାଇଛି ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More