ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ୨ ମୃତ

39

Get real time updates directly on you device, subscribe now.

ଭୁବନେଶ୍ଵର(ସଂଘର୍ଷ ମିଡିଆ) : ଭୁବନେଶ୍ବର ଉପକଣ୍ଠ  ପାହାଳ ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଦୁଇଜଣଙ୍କର ମୃତ୍ୟୁ ଘଟିଛି । ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଛି । ଏଥିରେ ଦୁଇଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଆଉ ଜଣେ ଗୁରୁତର ଆହତ ହୋଇଛନ୍ତି । ତାଙ୍କୁ କଟକ ବଡ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ରାସ୍ତାକଡରେ ଠିଆ ହୋଇଥିବା ଟ୍ରକକୁ କାର ଧକ୍କା  ଦେବା ଫଳରେ ଏହି ଦୁର୍ଘଟଣା ଘଟିଥିବା କୁହାଯାଉଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More