ମହିଳା ସ୍ନାତକ ମହାବିଦ୍ୟାଳୟରେ ଯୁବ ବିକାଶ କାର୍ଯ୍ୟକ୍ରମ ଅନୁଷ୍ଠିତ

46

Get real time updates directly on you device, subscribe now.

ଗଜପତି(ସଂଘର୍ଷ ମିଡିଆ) : – ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ମହିଳା ସ୍ନାତକ ମହା ବିଦ୍ୟାଳୟରେ ଓଡ଼ିଶା ସରକାରଙ୍କ ତରଫରୁ ସମନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମ ଅନୁଯାୟୀ ମହାବିଦ୍ୟାଳୟ ଅଧ୍ୟକ୍ଷ। ଡକ୍ଟର ରୀନା ସାହୁ ମଧ୍ୟ ଛାତ୍ରୀ ତଥା କର୍ମଚାରୀ ମାନେ ସହଯୋଗ କରିବାକୁ ହେବ ବୋଲି କହିଥିଲେ। ସଙ୍ଗୀତ ଓ ସୃଜନଶୀଳତା ଲେଖା ପ୍ରତିଯୋଗିତା କରାଯାଇଛି।ଏହି କାର୍ଯ୍ୟକ୍ରମରେ ବହୁ ଛାତ୍ର ଛାତ୍ରୀ ଅଂଶ ଗ୍ରହଣ କରିଛନ୍ତି।ଏହି କାର୍ଯ୍ୟକ୍ରମ ଅଧ୍ୟକ୍ଷ। ଡକ୍ଟର ରୀନା ସାହୁଙ୍କ ନିର୍ଦ୍ଦେଶରେ ନୋଡ଼ାଲ ଅଧିକାରୀ ଡକ୍ଟର ଭାରତୀ ପାଣିଗ୍ରାହୀଙ୍କ ତତ୍ୱାବଧାନରେ ଅଧ୍ୟାପିକା ସି ଏଚ ନିର୍ମଳା, ଅଧ୍ୟାପିକା ସୁଶ୍ରୀ ମଧୁସ୍ମିତା ପ୍ରଧାନ ଓ ଅଧ୍ୟାପିକା ଡକ୍ଟର କଲ୍ୟାଣି ମିଶ୍ରଙ୍କ ଦ୍ଵାରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ଏଥିରେ ମହା ବିଦ୍ୟାଳୟର ସମସ୍ତ କର୍ମଚାରୀ ସହଯୋଗ କରିଥିଲେ।ଏହି ସମସ୍ତ କାର୍ଯ୍ୟକ୍ରମ ପାଇଁ ଓଡ଼ିଶା ସରକାର ଙ୍କୁ ମହାବିଦ୍ୟାଳୟ ର ସମସ୍ତ ଛାତ୍ରୀ ମାନେ ଧନ୍ୟବାଦ ଜଣାଇଛନ୍ତି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More