ମୁଖ୍ୟମନ୍ତ୍ରୀଙ୍କ ପୁରୀ ଗସ୍ତକୁ ବିରୋଧ କରି ଗିରଫ ହେଲେ ଶ୍ରୀ ଜଗନ୍ନାଥ ସେନାର ଆବାହକ ପ୍ରିୟଦର୍ଶନ ପଟନାୟକ

46

Get real time updates directly on you device, subscribe now.

ପୁରୀ (ସଂଘର୍ଷ ମିଡିଆ ) : ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରୀଜଗନ୍ନାଥ ମେଡ଼ିକାଲ କଲେଜ ଓ ହସପିଟାଲ ଉଦ୍‌ଘାଟନ କରିଛନ୍ତି। ପୁରୀରେ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ଅବସରରେ ଶ୍ରୀ ଜଗନ୍ନାଥ ସେନା ପକ୍ଷରୁ ସିଂହଦୁଆର ଠାରେ ବେଆଇନ୍ ନିର୍ମାଣ ସ୍ଥଳୀ ନିକଟରେ ଉପବାସ ଓ ଶାନ୍ତିପୂର୍ଣ୍ଣ ସତ୍ୟାଗ୍ରହ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ବିରୋଧ କରି ଗିରଫ ହୋଇଛନ୍ତି ଶ୍ରୀ ଜଗନ୍ନାଥ ସେନାର ଆବାହକ ପ୍ରିୟଦର୍ଶନ ପଟନାୟକ । ମାନ୍ୟବର ଉଚନ୍ୟାୟାଳୟଙ୍କ ରହିତାଦେଶ ସତ୍ବେ ନିର୍ମାଣ କାର୍ଯ୍ୟ ଚାଲି ଥିବାରୁ ଉଦବେଗ ପ୍ରକାଶ କରିଛନ୍ତି ଶ୍ରୀ ଜଗନ୍ନାଥ ସେନାର ଆବାହକ ପ୍ରିୟଦର୍ଶନ ପଟନାୟକ । ବ୍ଯୁରୋ ରିପୋର୍ଟ ସଂଘର୍ଷ ମିଡିଆ ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More