ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବଡ଼ ଘୋଷଣା, ଭୁବନେଶ୍ବର-ପୁରୀ ରାସ୍ତା ହେବ ୬ ଲେନ୍

36

Get real time updates directly on you device, subscribe now.

ଭୁବନେଶ୍ବର(ସଂଘର୍ଷ ମିଡିଆ) : ଦିଲ୍ଲୀରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବଡ଼ ଘୋଷଣା। କେନ୍ଦ୍ର ସଡକ, ପରିବହନ ମନ୍ତ୍ରୀଙ୍କୁ ଭେଟିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାମ୍ବାଦିକ ସମ୍ମିଳନୀ କରି କହିଛନ୍ତି ଯେ ଭୁବନେଶ୍ୱରରୁ ପୁରୀ ଯାଏଁ ସର୍ଭିସ ରୋଡ୍ ହେବ । ବର୍ତ୍ତମାନ ୪ ଲେନ୍ ବିଶିଷ୍ଟ ଥିବା ଭୁବନେଶ୍ବର-ପୁରୀ ରାସ୍ତାକୁ ୬ ଲେନ୍ ବିଶିଷ୍ଟ କରାଯିବ ।   ୬ ଲେନ ରାସ୍ତା ସହ ୨ ଲେନ ସର୍ଭିସ ରୋଡ ବି ରହିବ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More