ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କ କାର୍ଯ୍ୟକାଳକୁ ପୁଣି ଥରେ ବୃଦ୍ଧି କଲେ କେନ୍ଦ୍ର ସରକାର

13

Get real time updates directly on you device, subscribe now.

ଭୁବନେଶ୍ଵର (ସଂଘର୍ଷ ମିଡିଆ) : ଓଡିଶା ସରକାରଙ୍କର ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କ କାର୍ଯ୍ୟକାଳକୁ ପୁଣି ଥରେ ବୃଦ୍ଧି କରାଯାଇଛି । ଫଳରେ ଆଉ ୬ ମାସ ପାଇଁ ତାଙ୍କର କାର୍ଯ୍ୟକାଳ ବୃଦ୍ଧି ପାଇଛି । ତାଙ୍କର କାର୍ଯ୍ୟକାଳ ୨୦୨୩ ଫେବ୍ରୁୟାରୀ ୨୮ ଯାଏ ରହିବ । ଏନେଇ ରାଜ୍ୟ ସରକାର କେନ୍ଦ୍ର ସରକାରଙ୍କୁ ପ୍ରସ୍ତାବ ଦେଇଥିଲେ । ଯାହାକୁ କେନ୍ଦ୍ର ଅନୁମୋଦନ କରିଛି ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More