କଟକ ( ସଂଘର୍ଷ ମିଡିଆ ) : କଟକ ଜିଲା ଗୋବିନ୍ଦପୁର ଥାନା ଅନ୍ତର୍ଗତ ସୁଦୁସାହିଲୋ ଭୋଇସାହିରେ ମଙ୍ଗଳବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକଙ୍କ ପରିଚୟ ମିଳିପାରି ନଥିବା ବେଳେ ତାଙ୍କ ମୃତ୍ୟୁର କାରଣ ମଧ୍ୟ ଅସ୍ପଷ୍ଟ ରହିଛି। ସ୍ଥାନୀୟଲୋକେ ମୃତଦେହ ଦେଖି ପୁଲିସକୁ ଖବର ଦେଇଥିଲେ। ପୁଲିସ ଘଟଣାସ୍ଥଳରେ ପହଂଚି ମୃତଦେହ ଉଦ୍ଧାର କରିବା ସହ ତଦନ୍ତ ଆରମ୍ଭ କରିଛି।