ରକ୍ତ ଦାନ ଶିବିର ଅନୁଷ୍ଟିତ

11

Get real time updates directly on you device, subscribe now.

ଗଜପତି(ସଂଘର୍ଷ ମିଡିଆ) : – ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ଟାଉନ ହଲ ଠାରେ ବିଜୁ ଜନତା ଦଳ ତରଫରୁ ଓଡିଶା ମୋ ପରିବାର ଆନୁକୁଲ୍ୟରେ ମେଗା ରକ୍ତ ଦାନ ଶିବିର ଅନୁଷ୍ଟିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟଅତିଥି ଭାବେ ମାନ୍ୟବର ବ୍ରହ୍ମପୁର ସାଂସଦ ଶ୍ରୀ ଚନ୍ଦ୍ରଶେଖର ସାହୁ ଯୋଗଦେଇଥିଲେ ଏବଂ ବରିଷ୍ଟ ନେତା ତଥା ହାଇଟେକ ଅଧ୍ୟକ୍ଷ ଡ.ତିରୁପତି ପାଣିଗ୍ରାହୀ,ଗଜପତି ଜିଲ୍ଲାପରିଷଦ ଅଧ୍ୟକ୍ଷ ଶ୍ରୀ ଗବରା ତିରୁପତି ରାଓ ,ଗଜପତି ଜିଲ୍ଲା ସଭାପତି ଶ୍ରୀ ପ୍ରଦୀପ ନାୟକ,ବିଜେଡ଼ି ନେତା ଶ୍ରୀ ବସନ୍ତ ଦାସ, SDC ଚେୟାରମନ ମରିୟମ ରଇତ, SDC ଉପସଭାପତି ଧନେଶ୍ଵର ଭୂୟାଁ,ଜିଲପରିଷଦ ସଦସ୍ୟ ଏସ.ବାଳରାଜୁ, ସମସ୍ତ ବ୍ଲକର ଅଧ୍ୟକ୍ଷ ଓ ଉପାଧ୍ୟକ୍ଷ, ପାରଳାଖେମୁଣ୍ଡି ପୌର ଅଧ୍ୟକ୍ଷା ଓ ଉପାଧ୍ୟକ୍ଷ ଏବଂ ସମସ୍ତ ୱାର୍ଡ କାଉନ୍ସିଲର ଉପସ୍ଥିତ ଥିଲେ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More