ରାଜଧାନୀରୁ ଆଉ ୧୯ କରୋନା ପଜିଟିଭ୍ ଚିହ୍ନଟ, ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୪୩୩କୁ ବୃଦ୍ଧି

17

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ରାଜଧାନୀ ଭୁବନେଶ୍ବରରୁ ଆଉ ୧୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟ ୧୯ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୯ ଜଣ କ୍ବାରେଣ୍ଟାଇନରୁ ଏବଂ ୧୦ ଜଣ ସ୍ଥାନୀୟ ଅଞ୍ଚଳରୁ ହୋଇଥିବା ବିଏମସି ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More