ରାଜଧାନୀ ଭୁବନେଶ୍ଵରରୁ ଆଉ ୨୨ କରୋନା ଆକ୍ରାନ୍ତ ଚହ୍ନଟ, ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୨୦କୁ ବୃଦ୍ଧି

9

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ଭୁବନେଶ୍ବରରୁ ମଙ୍ଗଳବାର ଆଉ ୨୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତ ମଧ୍ୟରୁ  ୧୯ ଜଣ ସ୍ଥାନୀୟ ଆକ୍ରାନ୍ତ ରହିଥିବା ବେଳେ ୩ ଜଣ ହୋମ କ୍ବାରେଣ୍ଟାଇନରୁ ଚିହ୍ନଟ ହୋଇଛନ୍ତି । ଏ ନେଇ ବିଏମସି ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More