ରାଜଧାନୀ ଭୁବନେଶ୍ଵରରୁ ଆଉ ୩୯୫ କରୋନା ପଜିଟିଭ୍ ଚିହ୍ନଟ

16

Get real time updates directly on you device, subscribe now.

ଭୁବନେଶ୍ୱର ( ସଂଘର୍ଷ ମିଡିଆ ) : ଆଜି ରାଜଧାନୀ ଭୁବନେଶ୍ୱରରୁ ଆଉ ୩୯୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୬ହଜାର ୨୪୦କୁ ବୃଦ୍ଧି ଘଟିଛି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୧୬ ଜଣ ଚିହ୍ନଟ ହୋଇଥିବାବେଳେ ୨୭୯ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ଏହାସହ ୬୦୪ ଜଣ ଆରୋଗ୍ୟ ଲାଭ କରି ଘରକୁ ଫେରିଛନ୍ତି ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More