ରାଜଧାନୀ ଭୁବନେଶ୍ଵରରୁ ଆଉ ୫୨ କାରୋନା ପଜିଟିଭ୍ ଚିହ୍ନଟ, ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୧୮୨କୁ ବୃଦ୍ଧି

21

Get real time updates directly on you device, subscribe now.

ଭୁବନେଶ୍ଵାର ( ସଂଘର୍ଷ ମିଡିଆ ) : ରାଜଧାନୀ ଭୁବନେଶ୍ଵରରୁ ଆଉ ୫୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।  ତନ୍ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୩୪ ଜଣ ଚିହ୍ନଟ ହୋଇଥିବାବେଳେ ୧୮ ଜଣ ଲୋକାଲ କେସ ବୋଲି ଜଣାଯାଇଛି । ଆଜି ଚିହ୍ନଟ ୫୨ଜଣଙ୍କୁ ମିଶାଇ ଭୁବନେଶ୍ୱରରେ ମୋଟ ପଜିଟିଭ ସଂଖ୍ୟା ୧୧୮୨କୁ ବୃଦ୍ଧି ପାଇଛି । 

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More