ରାଜଧାନୀ ଭୁବନେଶ୍ଵରରୁ ୧୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

9

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ରାଜଧାନୀ ଭୁବନେଶ୍ବରରୁ ରବିବାର ୧୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟ ହୋଇଥିବା ୧୬ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୧୪ ଜଣ ହୋମ୍ କ୍ବାରୋଣ୍ଟାଇନରେ ଥିବା ବେଳେ ୨ ଜଣ ସ୍ଥାନୀୟ ଆକ୍ରାନ୍ତ ରହିଛନ୍ତି । ଏନେଇ ବିଏମସି ଟ୍ବିଟ୍ ଯୋଗେ ସୂଚନା ଦେଇଛି ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More