ରାଜଧାନୀ ଭୁବନେଶ୍ଵରରେ ଆଉ ୧୫୯ କରୋନା ଆକ୍ରାନ୍ତ ଚିହ୍ନଟ, ମୋଟ ସଂକ୍ରମିତଙ୍କ ସଂଖ୍ୟା ୨୧୫୦

11

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ରାଜଧାନୀ ଭୁବନେଶ୍ଵର ସହରରେ ଆଜି ଆଉ ୧୫୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ କ୍ବାରେଣ୍ଟାଇନ୍‌ରୁ ୧୧୮ ଜଣ ଏବଂ ୪୧ଟି ଲୋକାଲ୍‌ କଣ୍ଟାକ୍ଟ କେସ୍ ରହିଛି‌। ନୟାପଲ୍ଲୀ ତ୍ରିନାଥ ବସ୍ତିରୁ ସର୍ବାଧିକ ୪୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ଏହାକୁ ମିଶାଇ ରାଜଧାନୀରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୨୧୫୦ରେ ପହଁଚିଛି । 

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More