ରାଜଧାନୀ ଭୁବନେଶ୍ଵରରେ ଆଉ ୬୪ କରୋନା ଆକ୍ରାନ୍ତ ଚିହ୍ନଟ ; ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୦୪କୁ ବୃଦ୍ଧି

9

Get real time updates directly on you device, subscribe now.

ଭୁବନେଶ୍ଵାର ( ସଂଘର୍ଷ ମିଡିଆ ) : ଭୁବନେଶ୍ବରରେ ରବିବାର ଆଉ ୬୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟାଇନ‌ରୁ ୩୬ ଓ ସ୍ଥାନୀୟ ଆକ୍ରାନ୍ତ ୨୬ ଜଣ ରହିଛନ୍ତି । ଏଥିସହ ଭୁବନେଶ୍ଵରରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୦୪ରେ ପହଞ୍ଚିଛି । ଏ ନେଇ ବିଏମ୍‌ସି ପକ୍ଷରୁ ଟ୍ବିଟ୍‌ ଯୋଗେ ସୂଚନା ଦିଆଯାଇଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More