ରାଜଧାନୀ ଭୁବନେଶ୍ୱରରୁ ଆଜି ୩୬୫ କରୋନା ଆକ୍ରାନ୍ତ ଚିହ୍ନଟ

9

Get real time updates directly on you device, subscribe now.

ଭୁବନେଶ୍ୱର ( ସଂଘର୍ଷ ମିଡିଆ ) : ରାଜଧାନୀ ଭୁବନେଶ୍ୱରରୁ ଆଜି ମୋଟ ୩୬୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟ ହୋଇଥିବା ମୋଟ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟାଇନ୍‌ରୁ ୧୧୬ଜଣ ଓ ଲୋକାଲ୍‌ କଣ୍ଟାକ୍ଟ କେସ ୨୪୯ ଜଣ ଅଛନ୍ତି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଟୁଇଟ ଜରିଆରେ ସୂଚନା ଦିଆଯାଇଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More