ରାଜାରେ ଆଉ ୪ ମୁଣ୍ଡ ନେଲା କରୋନା, ମୋଟ ମୃତ୍ୟୁ ସଂଖ୍ୟା ୭୪କୁ ବୃଦ୍ଧି

18

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) :ଆଜି ରାଜ୍ୟରେ କରୋନା ଭୂତାଣୁ ଆଉ ୪ ଜଣଙ୍କ ମୁଣ୍ଡ ନେଇଛି। ଫଳରେ ମଙ୍ଗଳବାର ସୁଦ୍ଧା ମୋଟ ମୃତ୍ୟୁ ସଂଖ୍ୟା ୭୪ରେ ପହଞ୍ଚିଛି। ଏମାନଙ୍କ ମଧ୍ୟରୁ ଗଞ୍ଜାମ ଜିଲାରେ ସର୍ବାଧିକ ୪୪ ଜଣ ଏହି ମହାମାରୀ ଭୂତାଣୁରେ ପ୍ରାଣ ହରାଇଛନ୍ତି। ସେହିପରି ଖୋର୍ଦ୍ଧାରେ ୨ୟ ସର୍ବାଧିକ ୧୨ ଜଣଙ୍କ ପ୍ରାଣହାନୀ ଘଟିଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More