ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : କାରୋନା ସଙ୍କ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି । ଏହି ସମୟରେ ରାଜ୍ୟରୁ ଆଜି ଆଉ ୧୦ ଜୀବନ ନେଇଛି ମହାମାରୀ କରୋନା। ଆଜି ମୃତ୍ୟୁ ବରଣ କରିଥିବା ୧୦ ମୃତକଙ୍କୁ ମିଶାଈ ରାଜ୍ୟର ମୋଟ କରୋନା ମୃତ୍ୟୁ ସଂଖ୍ୟା ୬୨୬ରେ ପହଞ୍ଚିଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି।