ରାଜ୍ୟରୁ ଆଉ ୧୦ ଜୀବନ ନେଲା ମହାମାରୀ କରୋନା, ମୋଟ ମୃତ୍ୟୁ ସଂଖ୍ୟା ୬୨୬କୁ ବୃଦ୍ଧି

15

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : କାରୋନା ସଙ୍କ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି । ଏହି ସମୟରେ ରାଜ୍ୟରୁ ଆଜି ଆଉ ୧୦ ଜୀବନ ନେଇଛି ମହାମାରୀ କରୋନା। ଆଜି ମୃତ୍ୟୁ ବରଣ କରିଥିବା ୧୦ ମୃତକଙ୍କୁ ମିଶାଈ ରାଜ୍ୟର ମୋଟ କରୋନା ମୃତ୍ୟୁ ସଂଖ୍ୟା ୬୨୬ରେ ପହଞ୍ଚିଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More