ରାଜ୍ୟରୁ ଆଉ ୧୦ ଜୀବନ ନେଲା ମହାମାରୀ କରୋନା, ମୋଟ୍ ମୃତ୍ୟୁ ସଂଖ୍ୟା ୧୮୭କୁ ବୃଦ୍ଧି

17

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ରାଜ୍ୟରେ କାୟା ବିସ୍ତାର କରି ଚାଲିଛି ମହାମାରୀ କରୋନା । ଆଜି ରାଜ୍ୟରୁ ୧୬୦୨ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ୧୦ ଜଣଙ୍କର ଜୀବନ ଯାଇଛି । ଆଜି ମୃତ୍ୟୁ ବରଣ କରିଥିବା ୧୦ ଜଣଙ୍କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୧୮୭ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More