ରାଜ୍ୟରୁ ଆଉ ୧୩ ଜୀବନ ନେଲା କରୋନା, ମୋଟ ମୃତ୍ୟୁ ସଂଖ୍ୟା ୬୬୯କୁ ବୃଦ୍ଧି

10

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ରାଜ୍ୟରେ ଆଜି ଆଉ ୧୩ଜଣ କରୋନା ଆକ୍ରନ୍ତଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ଫଳରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୬୯କୁ ବୃଦ୍ଧି ପାଇଛି। ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆଯାଇଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More