ରାଜ୍ୟରୁ ଆଉ ୧୫ ଜୀବନ ନେଲା ମହାମାରୀ କରୋନା, ମୋଟ ମୃତ୍ୟୁ ସଂଖ୍ୟା ୧୦୦୬କୁ ବୃଦ୍ଧି

9

Get real time updates directly on you device, subscribe now.

ଭୁବନେଶ୍ଵର : ଆଜି ରାଜ୍ୟରେ କରୋନାରେ ଆଉ ୧୫ ଜଣଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧ ହଜାର ୬କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More