ରାଜ୍ୟରୁ ଆଉ ୨୪୨୩ କରୋନା ଆକ୍ରାନ୍ତ ଚିହ୍ନଟ

10

Get real time updates directly on you device, subscribe now.

ଭୁବନେଶ୍ଵର : ରାଜ୍ୟରୁ ସୋମବାର ଆଉ ୨୪୨୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୫୪ ହଜାର ୬୬୨କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More